୧୯ରେ ଦିଲ୍ଲୀ ଯିବେ ବିଜେପିର ୨୨ ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ବିଧାୟକ ପ୍ରଦୀପ୍ତ ନାୟକଙ୍କ ପ୍ରତିକ୍ରିୟା । କହିଛନ୍ତି ୧୯ରେ ଦିଲ୍ଲୀ ଯାଉଛନ୍ତି ବିଜେପିର ୨୨ ବିଧାୟକ । କେନ୍ଦ୍ର ନେତୃତ୍ବକୁ ଭେଟିବାକୁ ଦିଲ୍ଲୀ ଯିବେ। ପ୍ରଧାନମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କୁ ମଧ୍ୟ ଭେଟି ଭେଟିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ବିଧାୟକଙ୍କ ସହ ସାଂସଦ ଏବଂ ରାଜ୍ୟ ସଭାପତି ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ରାଜନୀତି ସଂପର୍କରେ କେନ୍ଦ୍ର ନେତୃତ୍ୱଙ୍କୁ ଜଣାଇବେ ବିଧାୟକ। କେନ୍ଦ୍ରୀୟଯୋଜନା ହଡପ ଏବଂ କେନ୍ଦ୍ରୀୟ ଯୋଜନାରେ ମୋଦି ଫଟୋ ନଲଗାଇବା ଏନେଇ ଅବଗତ କରିବେ ବୋଲି ସୂଚନା ଦେଇଛନ୍ତି ବିଧାୟକ ପ୍ରଦୀପ୍ତ ନାୟକ। ଏହା ସହ ବିଜେପି ସହ ମେଣ୍ଟ ହେବ ବୋଲି ପ୍ରଚାର କରି ବିଜେପି କର୍ମୀଙ୍କ ମନୋବଳ ଭାଙ୍ଗୁଛି ବିଜେଡି। ଏ ବିଷୟରେ ମଧ୍ୟ କେନ୍ଦ୍ର ନେତୃତ୍ଵଙ୍କୁ ଅବଗତ କରିବେ ବିଧାୟକ। ମୋଦିଙ୍କ ଗସ୍ତ ସମୟରେ ପରିବର୍ତ୍ତନ ହୋଇଛି । ଦିଲ୍ଲୀରୁ ବିଧାୟକଙ୍କୁ ଡାକରାକୁ ନେଇ ମୋଦିଙ୍କ ଗସ୍ତ ସମୟ ପରିବର୍ତ୍ତନ ହୋଇଛି । ନିକଟରେ ଦଳ ଧରି ଦିଲ୍ଲୀ ଯାଇଥିଲେ ରାଜ୍ୟ ସଭାପତି ମନମୋହନ ସାମଲ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’