Masthead

ସିଏମଓର ହେବ ନବକଳେବର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସିଏମଓର ହେବ ନବକଳେବର । ସିଏମଓରୁ ଓଏସଏସ କ୍ୟାଡର ଅଧିକାରୀଙ୍କୁ ବଦଳି କରଯାଇଛି । ନିଜ ନିଜ ବିଭାଗକୁ ଅଧିକାରୀଙ୍କୁ ବଦଳି କରାଗଲା । ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ରାଜ୍ୟ ଅତିଥି ଭବନରେ ୱାନ୍-ଟୁ-ୱାନ୍ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଅଫିସରେ କାର୍ଯ୍ୟରତ ଥିବା ଓଏସଏସ କ୍ୟାଡର ଅଧିକାରୀଙ୍କୁ ବଦଳି କରାଯାଇଛି । ୨୨ ଜଣ ଓଏସଏସ ଅଧିକାରୀଙ୍କୁ ସିଏମଓରୁ ଅପସାରଣ କରାଯାଇଛି । ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଛି । ଓଏସଏସ କ୍ୟାଡରର ଅନେକ ଅଧିକାରୀ ବଦଳି ହୋଇଥିବା ବେଳେ ଆହୁରି ଅନେକ ପୁରୁଣା ଅଧିକାରୀ ସିଏମଓରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି