Masthead

ପୂର୍ବତନ ମନ୍ତ୍ରୀ ସେକ ମତଲୁବୁ ଅଲ୍ଲୀଙ୍କ ୭୮ ବୟସରେ ପରଲୋକ ।

ମାହାଙ୍ଗା:

ମାହାଙ୍ଗା ର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସେକ ମତଲୁବୁ ଅଲ୍ଲୀଙ୍କ ୭୮ ବୟସରେ ପରଲୋକ ।

ମାହାଙ୍ଗା ମାଟିର ସୁଯୋଗ୍ୟ ସନ୍ତାନ ତଥା ସାରସ୍ୱତ ସାଧକ , କଂଗ୍ରେସ ର ବିଶିଷ୍ଟ ରାଜନେତା, ପୂର୍ବତନ ମନ୍ତ୍ରୀ ସେକ ମତଲୁବୁ ଅଲ୍ଲୀଙ୍କ ୭୮ ବୟସରେ ପରଲୋକ ଘଟିଛି । ତାଙ୍କ ବିୟୋଗରେ ମାହାଙ୍ଗା ବିଧାୟକ ତଥା ଆଇନ ଓ ପାନୀୟ ଜଳଯୋଗାଣ ମନ୍ତ୍ରୀ ପ୍ରତାପ ଜେନା, ଗଭୀର ଶୋକ ପ୍ରକାଶ କରିଛନ୍ତି ।।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ