Masthead

ନୂଆ ଦଳ ଗଢ଼ିବେ କ୍ୟାପ୍ଟେନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ନୂଆ ଦଳ ଗଠନ କରିବେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ । ଆସନ୍ତା ବର୍ଷ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଏହି ଦଳ ଅବତୀର୍ଣ୍ଣ ହେବ । ଏ ନେଇ କ୍ୟାପ୍ଟେନ ନିଜେ ଘୋଷଣା କରିଛନ୍ତି । ଯଦି କେନ୍ଦ୍ର ସରକାର ୩ଟି କୃଷି ବିଲକୁ ପ୍ରତ୍ୟାହାର କିରି ନିଅନ୍ତି ତାଙ୍କ ଦଳ ବିଜେପି ସହ ଆସନ ବୁଝାମଣା କରିବ ବୋଲି ଅମରିନ୍ଦର ସିଂ ଘୋଷଣା କରିଛନ୍ତି ।

ଖୁବ ଶୀଘ୍ର କ୍ୟାପ୍ଟେନଙ୍କ ଦଳ ମଇଦାନକୁ ଓହ୍ଲାଇବ ବୋଲି କ୍ୟାପ୍ଟେନ କହିଛନ୍ତି । କ୍ୟାପ୍ଟେନଙ୍କ ଦଳ ପଞ୍ଜାବର ଲୋକଙ୍କ ସେବାରେ କାମ କରିବ । ବିଶେଷ କରି କୃଷକମାନେ ଦୀର୍ଘ ଦିନ ଧରି ଲଢେଇ ଜାରି ରଖିଥିବାରୁ ସେମାନଙ୍କ ସହ ଦଳ ରହିବ ବୋଲି କ୍ୟାପ୍ଟେନ କହିଛନ୍ତି । ସେ ଆହୁରି କହିଛନ୍ତି ଯଦି କୃଷକ ଆନ୍ଦୋଳନର ସମାଧାନ ହୋଇଯାଏ ତେବେ ବିଜେପି ସହ ମେଣ୍ଟ କରିବ ବୋଲି ସେ ସୂଚନା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ