Masthead

ଆରପାରିରେ ପୁନୀତ ରାଜକୁମାର

ବଡ଼ ଖବର ବ୍ୟୁରୋ: ଆରପାରିରେ କନ୍ନଡ ଅଭିନେତା ପୁନୀତ ରାଜକୁମାର । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ମାତ୍ର ୪୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ଏନେଇ ପରିବାର୍ଗ ସୂଚନା ଦେଇଛନ୍ତି । ସେପଟେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଃଖ ପ୍ରକାଶ କରିଛନ୍ତି ।

ଏ ଖବର ସାମ୍ନାକୁ ଆସିବା ପରେ ମନରଞ୍ଜନ ଦୁନିଆରେ ଶୋକର ଛାୟା ଖେଳିଯାଇଛି । ନିଜର ଉଚ୍ଚକୋଟୀର ଅଭିନୟ ପାଇଁ ବେଶ ଚର୍ଚ୍ଚାରେ ରହିଥାନ୍ତି ପୁନୀତ ରାଜକୁମାର । କନ୍ନଡ ଫିଲ୍ମ ଜଗତରେ ତାଙ୍କର ଅନେକ ପ୍ରଶଂସକ ଥିବା ବେଳେ ତାଙ୍କର ମୃତ୍ୟୁର ଖବର ସମସ୍ତଙ୍କୁ ଚକିତ କରିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ