Masthead

ଆରପାରିରେ ପୁନୀତ ରାଜକୁମାର

ବଡ଼ ଖବର ବ୍ୟୁରୋ: ଆରପାରିରେ କନ୍ନଡ ଅଭିନେତା ପୁନୀତ ରାଜକୁମାର । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ମାତ୍ର ୪୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ଏନେଇ ପରିବାର୍ଗ ସୂଚନା ଦେଇଛନ୍ତି । ସେପଟେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଃଖ ପ୍ରକାଶ କରିଛନ୍ତି ।

ଏ ଖବର ସାମ୍ନାକୁ ଆସିବା ପରେ ମନରଞ୍ଜନ ଦୁନିଆରେ ଶୋକର ଛାୟା ଖେଳିଯାଇଛି । ନିଜର ଉଚ୍ଚକୋଟୀର ଅଭିନୟ ପାଇଁ ବେଶ ଚର୍ଚ୍ଚାରେ ରହିଥାନ୍ତି ପୁନୀତ ରାଜକୁମାର । କନ୍ନଡ ଫିଲ୍ମ ଜଗତରେ ତାଙ୍କର ଅନେକ ପ୍ରଶଂସକ ଥିବା ବେଳେ ତାଙ୍କର ମୃତ୍ୟୁର ଖବର ସମସ୍ତଙ୍କୁ ଚକିତ କରିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା