Masthead

ଯାତ୍ରୀବାହୀ ବିମାନ ଦୁର୍ଘଟଣା, ୧୫ ମୃତ

ମସ୍କୋ(ବଡ଼ ଖବର ବ୍ୟୁରୋ):  ବଡ ଧରଣର ବିମାନ ଦୁର୍ଘଟଣା ହୋଇଛି । ଋଷର ଟାଟାରସ୍ଥାନରେ ଏକ ୪୧୦ ଟର୍ବୋଲେଟ ବିମାନ ଦୁର୍ଘଟଣାଗ୍ରସ୍ତ  ପରେ ୧୫ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଜଣାପଡିଛି । ବିମାନରେ ମୋଟ ୨୩ଜଣ ଯାତ୍ରୀ ଥିଲେ । ରବିାବର ଋଷର ସମୟ ଅନୁଯାୟୀ ପ୍ରାୟ ୯ଟା ୧୧ ମିନିଟରେ ମେନଜେଲିନଷ୍କ ସହରରେ ଯାତ୍ରୀ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

ତେବେ ଋଷର ନ୍ୟୁଜ ଏଜେନ୍ସି ର ରିପୋର୍ଟ ଅନୁଯାୟୀ ଏପର୍ଯ୍ୟନ୍ତ ୭ ଜଣଙ୍କୁ ଉଦ୍ଧାର କରାଯାଇଛି । ଖବର ଅନୁଯାୟୀ ୨୩ ଜଣ ଯାତ୍ରୀଙ୍କ ମଧ୍ୟରୁ ୨୧ ଜଣ ପାରାଚ୍ୟୁଟ ଡାଇଭର ଥିବା ସୂଚନା । ଅନ୍ୟମାନଙ୍କୁ ଖୋଜା ଖୋଜି ଜାରି ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ