Masthead

ଆଫଗାନିସ୍ତାନରେ ଭୟଙ୍କର ବିସ୍ଫୋରଣ

ବଡ଼ ଖବର ବ୍ୟୁରୋ: ପୁଣି ଆତଙ୍କୀ ଆତଙ୍କ ମଚାଇଲେ । ମସଜିଦକୁ ଟାର୍ଗେଟ କରି ବଡ଼ ଧରଣର ବିସ୍ପୋରଣ ହୋଇଛି । ଏହି ବିସ୍ପୋରଣରେ ୫୦ ଜଣଙ୍କ ଜୀବନ ଯାଇଥିବା ବେଳେ ୯୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆଫଗାନିସ୍ତାନର କୁଣ୍ଡଉଜ ପ୍ରଦେଶରେ ଥିବା ଗୋଟିଏ ମସଜିଦରେ ସମୂହ ନମାଜ ପାଠ ଚାଲିଥିବା ବେଳେ ଏହି ବିସ୍ପୋରଣ ହୋଇଥିଲା । ସଂଖ୍ୟାଲଘୁ ଶିହା ମୁସଲିମଙ୍କୁ ଟାର୍ଗେଟ କରି ଏହି ବିସ୍ପୋରଣ କରାଯାଇଥିବାର ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ