Masthead

ଅନନ୍ୟାଙ୍କ ଘରୁ ମିଳିଲା ଇଲେକଟ୍ରୋନିକ୍ସ ଜିନିଷ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଏନସିବି ଟାର୍ଗେଟରେ ବଲିଉଡର ଷ୍ଟାର କିଡ । ଅଭିନୟକୁ ଛାଡ଼ି ବର୍ତ୍ତମାନ ବଲିଉଡ ଡ୍ରଗ୍ସ ମାମଲାକୁ ନେଇ ଅଧିକ ଚର୍ଚ୍ଚାରେ ରହିଛି । ନିକଟରେ କ୍ରୁଜ ଡ୍ରଗ୍ସ ମାମଲାରେ ଫସି ରହିଥିବା ଆର୍ୟନ ଖାନଙ୍କ ଜାମିନ ମିଳୁନଥିବାବେଳେ ବଲିଉଡ ଅଭିନେତା ଚଙ୍କି ପାଣ୍ଡେଙ୍କ ଘରେ ପହଞ୍ଚିଥିଲା ଏନସିବି ।

ତାଙ୍କ ଝିଅ ଅନନ୍ୟା ପାଣ୍ଡେ ବର୍ତ୍ତମାନ ଏହି ଡ୍ରଗ୍ସ ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି । ତାଙ୍କ ଘରୁ ମୋବାଇଲ, ଲ୍ୟାପଟପ ସମେତ କିଛି ଇଲେକ୍ଟ୍ରନିକ ଜିନିଷ ଏନସିବି ଜବତ କରିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ