Masthead

ଜମ୍ମୁ କଶ୍ମୀର ମୋଦିଙ୍କ ହୃଦୟରେ ଅଛି: ଅମିତ ଶାହ

(ବଡ଼ ଖବର ବ୍ୟୁରୋ)   ଜମ୍ମୁ କଶ୍ମୀରରେ ୩ ଦିନିଆ ଗସ୍ତରେ  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେ କହିଛନ୍ତି ଯେ, ଜମ୍ମୁ କଶ୍ମୀର ପ୍ରଧାନମନ୍ତ୍ରୀ ମୋଦିଙ୍କ ହୃଦୟରେ ରହିଛି । ତେବେ ଜମ୍ମୁ ଭେଦଭାବର ଶିକାର ହେବ ନାହିଁ ବୋଲି ଅମିତ ଶାହ କହିଛନ୍ତି । ସେ କହିଛନ୍ତି ଜମ୍ମୁ କଶ୍ମୀରରେ ଆରମ୍ଭ ହୋଇଥିବା ବିକାଶକୁ କେହି ରୋକି ପାରିବେ ନାହିଁ ।

ଏହା ହେଉଛି ମନ୍ଦିରର ଭୂମି, ମାତା ବୈଷ୍ନୋଦେବୀଙ୍କ ଭୂମି । ତେଣୁ ଜମ୍ମୁ କଶ୍ମୀରରେ ଶାନ୍ତି ସଫଳ ହେବ ବୋଲି ସେ କହିଛନ୍ତି । ଜମ୍ମୁ କଶ୍ମୀର ଲୋକଙ୍କ ପ୍ରତି ହେଉଥିବା ଅତ୍ୟାଚାରର ଦିନ ସରିଲା । ସେମାନଙ୍କ ଉପରେ ହେଉଥିବା ଅନ୍ୟାୟର ସମୟ ସମାପ୍ତ ହୋଇଛି । କିଛି ଲୋକ ଏଠାରେ ବିକାଶର ଯୁଗକୁ ଭଣ୍ଡୁର କରିବାକୁ ଚାହୁଁଛନ୍ତି । କିନ୍ତୁ ମୁଁ ଆପଣଙ୍କୁ କଥା ଦେଉଛି, ଏବେ କେହି ଆମ ବିକାଶର ଯୁଗକୁ ଅଟକାଇ ପାରିବ ନାହିଁ ।

ସେ କହିଛନ୍ତି ୟୁନିୟନ ଅଞ୍ଚଳରେ ୧୨,୦୦୦ କୋଟି ଟଙ୍କା ମୂଲ୍ୟର ପୁଞ୍ଚି ବିନିଯୋଗ ହୋଇସାରିଛି । ୨୦୨୨ ଶେଷ ସୁଦ୍ଧା ସରକାର ମୋଟ ୫୧.୦୦୦ ଟଙ୍କା ଲକ୍ଷ୍ୟ ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ