Masthead

ନୂଆ ଜର୍ସିରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):   ଆସନ୍ତା ୧୭ ତାରିଖରୁ ଆରମ୍ଭ ଥିବା ଟି-୨୦ ବିଶ୍ୱକପ ପାଇଁ ଆଜି ବିସିସିଆଇ ଟିମ ଇଣ୍ଡିଆ ପକ୍ଷରୁ ନୂଆ ଜର୍ସି ଉନ୍ମୋଚନ କରିଛି । ତେବେ ଏହି ନୂଆ ଜର୍ସି ର ନାଁ ‘ବିଲିୟନ ଚିୟର୍ସ ଜର୍ସି’ ରଖାଯାଇଛି । ଏହା ଫ୍ୟାନମାନଙ୍କ ବିଲିୟନ ଚିୟର୍ସକୁ ଦୃଷ୍ଟିରେ ରଖି ପ୍ରସ୍ତୁତ କରାଯାଇଛି । ତେବେ ବିସିସିଆଇ ପକ୍ଷରୁ ଇନଷ୍ଟାଗ୍ରାମରେ ନୂଆ ଜର୍ସିର ଫଟୋ ସାର୍ବଜନୀନ କରାଯାଇଛି । ନୂଆ ଜର୍ସିକୁ ରୋହିତ ଶର୍ମା, ବିରାଟ କୋହଲି, ଯଶପ୍ରୀତ ବୁମ୍ରା, କୋଏଲ ରାହୁଲ ଓ ରବୀନ୍ଦ୍ର ଜାଡେଜା ଏହି ଫଟୋକୁ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି ।

ସୂଚନା ଅନୁସାରେ ଏହି ଜର୍ସି ଏମପିଏଲର ସ୍ପୋର୍ଟସ ପକ୍ଷରୁ ଲଞ୍ଚ କରାଯାଇଛି । ୨୦୨୩ ଡିସେମ୍ବର ଯାଏ ଏମପିଏଲ ହିଁ ଟିମ ଇଣ୍ଡିଆର କିଟ୍ ପାର୍ଟନର ରହିଆସିଛି । ଏହି ନୂଆ ଜର୍ସି ପୂର୍ବରୁ ଥିବା ନେଭି ବ୍ଲୁ ରେଟ୍ରୋର ସ୍ଥାନ ନେବ । ସେହି ଜର୍ସିକୁ ୧୯୯୨ ବିଶ୍ୱକପ ଢାଞ୍ଚାରେ ପ୍ରସ୍ତୁତ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା