Masthead

୨୪ ଘଣ୍ଟାରେ ୮୪୯ କରୋନା ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୮୦୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍