Masthead

କର୍ଣ୍ଣାଟକରେ ମନ୍ତ୍ରୀ ଭାବେ ଶପଥ ନେବେ ଆଉ ୨୪ ବିଧାୟକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ସରକାରରେ ଆଉ ୨୪ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେବେ । ଆସନ୍ତାକାଲି ଶପଥ ନେଇପାରନ୍ତି ୨୪ ବିଧାୟକ । ଦିଲ୍ଲୀରେ ହୋଇଥିବା ବୈଠକରେ ନାଁ ଚୂଡ଼ାନ୍ତ ହୋଇଥିବା ସୂଚନା । ଏନେଇ ଆଜି ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାହୁଲ ଗାନ୍ଧିଙ୍କୁ ଭେଟିପାରନ୍ତି । ଗତ ୨୦ରେ ୮ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଥିଲେ । ତେବେ ଏ ଯାଏଁ କୌଣସି ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ହୋଇନି । ଆସନ୍ତାକାଲିର ଶପଥ ଗ୍ରହଣ ପରେ ସମସ୍ତ ମନ୍ତ୍ରୀଙ୍କୁ ସେମାନଙ୍କର ବିଭାଗ ବଣ୍ଟନ କରାଯିବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ