Masthead

ଖୋଲିବ ୨୪ଟି ନୂଆ ଆଇଟିଆଇ କଲେଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ତ୍ତମାନ ୪୯ଟି ସରକାରୀ ଆଇଟିଆଇ ରହିଥିବା ବେଳେ ୪୪୮ଟି ବେସରକାରୀ ଆଇଟିଆଇ କଲେଜ ରହିଛି । ପିଲାଙ୍କୁ ଅଧିକରୁ ଅଧିକ ତାଲିମ ଦେବା ପାଇଁ ବିଭାଗ ଫୋକସ୍ କରୁଛି । ତାଲିମ ଦେବା ଉପରେ ପ୍ରାଧାନ୍ୟ ଦେଉଛି ବିଭାଗ।

ପିଲାଙ୍କୁ ନିଯୁକ୍ତି ଦେବା କାର୍ଯ୍ୟ ସରକାରଙ୍କ ସାମୂହିକ ଦାୟିତ୍ୱ, ବିଭାଗ କେବଳ ତାଲିମ ଦେଇଥାଏ। ବିଧାନସଭାର ପ୍ରଶ୍ନକାଳ ଆଲୋଚନା ସମୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ