Masthead

ଖୋଲିବ ୨୪ଟି ନୂଆ ଆଇଟିଆଇ କଲେଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ତ୍ତମାନ ୪୯ଟି ସରକାରୀ ଆଇଟିଆଇ ରହିଥିବା ବେଳେ ୪୪୮ଟି ବେସରକାରୀ ଆଇଟିଆଇ କଲେଜ ରହିଛି । ପିଲାଙ୍କୁ ଅଧିକରୁ ଅଧିକ ତାଲିମ ଦେବା ପାଇଁ ବିଭାଗ ଫୋକସ୍ କରୁଛି । ତାଲିମ ଦେବା ଉପରେ ପ୍ରାଧାନ୍ୟ ଦେଉଛି ବିଭାଗ।

ପିଲାଙ୍କୁ ନିଯୁକ୍ତି ଦେବା କାର୍ଯ୍ୟ ସରକାରଙ୍କ ସାମୂହିକ ଦାୟିତ୍ୱ, ବିଭାଗ କେବଳ ତାଲିମ ଦେଇଥାଏ। ବିଧାନସଭାର ପ୍ରଶ୍ନକାଳ ଆଲୋଚନା ସମୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ