Masthead

ଅକ୍ସିଜେନ ଅଭାବରୁ ୨୪ ଘଣ୍ଟାରେ ୨୪ ମୃତ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ଚାମରାଜନଗର ହସ୍ପିଟାଲରେ ଅଭାବନୀୟ ଘଟଣା । ଚାମରାଜନଗର ଜିଲ୍ଲା ହସ୍ପିଟାଲରେ ଅକ୍ସିଜେନ ଅଭାବ ଓ ଅନ୍ୟାନ୍ୟ କାରଣରୁ ୨୪ ଘଣ୍ଟାରେ ୨୪ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣା କର୍ଣ୍ଣାଟକ ସରକାରଙ୍କ ସ୍ୱାସ୍ଥ୍ୟସେବା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ଏହି ଖବର ପ୍ରଚାର ପ୍ରସାର ହେବାରୁ ରାଜ୍ୟ ସରକାର ନିନ୍ଦିତ ହେଉଛନ୍ତି ।

ଚାମରାଜନଗର ଜିଲ୍ଳା ଦାୟିତ୍ୱରେ ଥିବା ମନ୍ତ୍ରୀ ସୁରେଶ କୁମାର କହିଛନ୍ତି ରିପୋର୍ଟକୁ ଅପେକ୍ଷା କରାଯାଇଛି । ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ହେବ । ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ଚାମରାଜନଗର ଜିଲ୍ଳାପାଳଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି । ସ୍ୱାସ୍ଥ୍ୟସେବାର ବିକଳ ଚିତ୍ରକୁ ନେଇ ରାଜ୍ୟ ସରକାର ଜରୁରୀ କ୍ୟାବିନେଟ୍ ବୈଠକ ଡାକିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା