Masthead

‘ଗୁଲାବ’ ପାଇଁ ୨୪ଟି ଟ୍ରେନ୍‌ ବାତିଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତିଲ ହେଲା ୨୪ଟି ଟ୍ରେନ୍‌ । ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି। ସମ୍ଭାବ୍ୟ ବାତ୍ୟା ‘ଗୁଲାବ’କୁ ଦୃଷ୍ଟିରେ ରଖି ୨୪ଟି ଟ୍ରେନ୍‌ ବାତିଲ କଲା ଭାରତୀୟ ରେଳବାଇ । ସେହିପରି ବନ୍ଦର ପାଇଁ ବିପଦ ସଂକେତ ଜାରି ହୋଇଛି।

ବାତ୍ୟା ଯୋଗ୍ୟୁ ବାତିଲ ହୋଇଥିବା ଟ୍ରେନ୍‌ ଗୁଡ଼ିକ ହେଲା ଭୁବନେଶ୍ୱର-ବିଶାଖାପାଟନମ, ବିଶାଖାପାଟନମ-ଭୁବନେଶ୍ୱର, ଭୁବନେଶ୍ୱର-ସିକନ୍ଦରାବାଦ, ଭୁବନେଶ୍ୱର-ତିରୁପତି, ତିରୁପତି-ଭୁବନେଶ୍ୱର, ପୁରୀ-ଗୁଣପୁର, ଗୁଣପୁର-ପୁରୀ, ପୁରୀ-ମାଡ୍ରାସ, ମାଡ୍ରାସ-ପୁରୀ, ଗୁଣପୁର-ବିଶାଖାପାଟନମ୍‌, ବିଶାଖାପାଟନମ-ପୁରୀ, ଭୁବନେଶ୍ୱର-ପଲାସା, ପଲାସା-ଭୁବନେଶ୍ୱର, ବିଶାଖାପାଟନମ-ଟାଟା, ଟାଟା-ବିଶାଖାପାଟନମ, ବିଶାଖାପାଟନମ-କୋରବା, କୋରବା-ବିଶାଖାପାଟନମ, ସମ୍ବଲପୁର-ନାନ୍ଦେଡ, ନାନ୍ଦେଡ-ସମ୍ବଲପୁର, ରାୟପୁର-ବିଶାଖାପାଟନମ୍‌, ବିଶାଖାପାଟନମ-ରାୟପୁର, ବିଶାଖପାଟନମ-ରାୟଗଡ଼ା, ରାୟଗଡ଼ା-ବିଶାଖାପାଟନମ ଓ ରାୟଗଡ଼ା-ଗୁଣ୍ଟୁର ଟ୍ରେନ୍‌ ବାତିଲ ହୋଇଛି। ଅନ୍ୟପଟେ ପୁରୀ ଓ ଗୋପାଳପୁର ବନ୍ଦର ପାଇଁ ୪ ନମ୍ବର ବିପଦ ସଂକେତ ଓ ପାରାଦୀପ ଏବଂ ଧାମରା ପାଇଁ ୩ ନମ୍ବର ବିପଦ ସଂକେତ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା