Masthead

ବିବାହରେ ୨୫ ଲୋକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜିଠୁ ମହାରାଷ୍ଟ୍ରରେ କଡା ହେବ କରୋନା କଟକଣା । ଗୁରୁବାର ରାତି ୮ରୁ ମେ ପହିଲା ସକାଳ ଯାଏଁ କଟକଣା ବଳବତ୍ତର ରହିବ । ନୂଆ ଗାଇଡଲାଇନ ଅନୁସାରେ, ସବୁ ସରକାରୀ ଅଫିସ କେବଳ ୧୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ । କୋଭିଡ ମ୍ୟାନେଜମେଣ୍ଟ କରୁଥିବା ସଂସ୍ଥାରେ ଶହେ ପ୍ରତିଶତ କର୍ମଚାରୀ ଉପସ୍ଥିତ ରହିବେ । କେବଳ ଦୁଇ ଘଣ୍ଟା ପାଇଁ ବିବାହ ଉତ୍ସବକୁ ଅନୁମତି ମିଳିବ । ଏଥିରେ କେବଳ ୨୫ ଜଣ ହିଁ ସାମିଲ ହୋଇପାରିବେ ।

କଟକଣା ନ ମାନିଲେ ୫୦ ହଜାର ଟଙ୍କା ଜୋରିମାନା ଦେବାକୁ ପଡିବ । ସେହିଭଳି ସରକାରୀ ବସ କେବଳ ୫୦ ପ୍ରତିଶତ କ୍ଷମତାରେ ଚାଲିବ । ସେହିଭଳି ଦରକାର ନ ପଡିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଏଭଳି କଲେ ୧୦ ହଜାର ଟଙ୍କାର ଜୋରିମାନା ଦେବାକୁ ପଡିବ । କୋଭିଡ ନିୟମ ନ ପାଳିଲେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମହାରାଷ୍ଟ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା