Masthead

ବିବାହରେ ୨୫ ଲୋକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜିଠୁ ମହାରାଷ୍ଟ୍ରରେ କଡା ହେବ କରୋନା କଟକଣା । ଗୁରୁବାର ରାତି ୮ରୁ ମେ ପହିଲା ସକାଳ ଯାଏଁ କଟକଣା ବଳବତ୍ତର ରହିବ । ନୂଆ ଗାଇଡଲାଇନ ଅନୁସାରେ, ସବୁ ସରକାରୀ ଅଫିସ କେବଳ ୧୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ । କୋଭିଡ ମ୍ୟାନେଜମେଣ୍ଟ କରୁଥିବା ସଂସ୍ଥାରେ ଶହେ ପ୍ରତିଶତ କର୍ମଚାରୀ ଉପସ୍ଥିତ ରହିବେ । କେବଳ ଦୁଇ ଘଣ୍ଟା ପାଇଁ ବିବାହ ଉତ୍ସବକୁ ଅନୁମତି ମିଳିବ । ଏଥିରେ କେବଳ ୨୫ ଜଣ ହିଁ ସାମିଲ ହୋଇପାରିବେ ।

କଟକଣା ନ ମାନିଲେ ୫୦ ହଜାର ଟଙ୍କା ଜୋରିମାନା ଦେବାକୁ ପଡିବ । ସେହିଭଳି ସରକାରୀ ବସ କେବଳ ୫୦ ପ୍ରତିଶତ କ୍ଷମତାରେ ଚାଲିବ । ସେହିଭଳି ଦରକାର ନ ପଡିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଏଭଳି କଲେ ୧୦ ହଜାର ଟଙ୍କାର ଜୋରିମାନା ଦେବାକୁ ପଡିବ । କୋଭିଡ ନିୟମ ନ ପାଳିଲେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମହାରାଷ୍ଟ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ