Masthead

ଗୀତ ଗାଇ ଚର୍ଚ୍ଚାରେ ଶଶି ଥରୁର

ଶ୍ରୀନଗର(ବଡ଼ ଖବର ବ୍ୟୁରୋ): ନିଜର ବୟାନକୁ ନେଇ ବାରମ୍ବାର ଚର୍ଚ୍ଚାରେ ରହିଥାନ୍ତି ଶଶି ଥରୁର । ହେଲେ ଏଥର ନିଜର ବୟାନ ପାଇଁ ନୁହେଁ ବରଂ ଗୀତ ଗାଇ ଚର୍ଚ୍ଚାରେ ରହିଛନ୍ତି ଶଶି ଥରୁର । ତେବେ ହିନ୍ଦିର ପପୁଲାର ଗୀତ ଏକ ଅଜନବି ହସିନା ସେ ମୁଲାକାତ ହୋ ଗୟି… ଗୀତଟିକୁ ଗାଇ ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଛନ୍ତି ।

ଏହି ଅଢେଇ ମିନିଟର ଭିଡିଓଟିରେ ଥରୁର ଶାଲ ଘୋଡାଇ ହୋଇ ମୁହଁରେ ସ୍ମିତ ହାସ୍ୟ ଦେଇ ମନଖୋଲି ଗୀତଟି ଗାଉଛନ୍ତି । ଥରୁର ଏହି ଗୀତଟି ଆଲଇଟି ଉପରେ ପ୍ରସ୍ତୁତ ସଂସଦୀୟ ସମିତି ପାଇଁ ଦୂରଦର୍ଶନ ଶ୍ରୀନଗର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଗାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ