Masthead

କାଲି ସ୍କୁଲ ଖୋଲିଛି, ଆଜି ୨୬ ଶିକ୍ଷକ ପଜିଟିଭ

ଗଜପତି (ବଡ଼ ଖବର ବ୍ୟୁରୋ): କାଲିଠୁ ରାଜ୍ୟରେ ସ୍କୁଲ ଖୋଲିଛି । ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାମାନଙ୍କର ହେଉଛି ଫିଜିକାଲ କ୍ଲାସ । ହେଲେ ଗଜପତି ଜିଲ୍ଲାରେ ୨୬ ଶିକ୍ଷକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଯାହା ପ୍ରଶାସନର ଚିନ୍ତା ବଢାଇଦେଇଛି । ଜିଲ୍ଲାରେ ଚିହ୍ନଟ ହୋଇଥିବା ସମୁଦାୟ ୩୧ପଜିଟିଭଙ୍କ ମଧ୍ୟରେ ୨୬ଜଣ ଶିକ୍ଷକ ଥିବାବେଳେ ୨ଜଣ ଛାତ୍ର ମଧ୍ୟ ଅଛନ୍ତି । ସ୍କୁଲ ଖୋଲିବା ପୂର୍ବରୁ କ୍ଳାସରୁମ,ଲାଇବ୍ରେରୀ, ଶୌଚାଳୟକୁ ସାନିଟାଇଜ କରାଯିବା ସହ କର୍ମଚାରୀ ମାନଙ୍କର  କୋଭିଡ ଟେଷ୍ଟ ହୋଇଥିଲା । ତେବେ ସଂକ୍ରମିତ ଶିକ୍ଷକ ମାନଙ୍କୁ ସ୍କୁଲ ଯିବାକୁ ବାରଣ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଗଜପତି ଜିଲ୍ଲା ସିଡିଏମ୍ଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି