Masthead

୨୬୨ ତାଲିବାନ ଆତଙ୍କବାଦୀ ନିହତ

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନ ସେନା ୨୬୨ ତାଲିବାନ ଆତଙ୍କବାଦୀଙ୍କୁ ହତ୍ୟା କରିଛି । ଏନେଇ ଆଫଗାନିସ୍ତାନର ପ୍ରତିରକ୍ଷା ମନ୍ତ୍ରାଳୟ ସୂଚନା ଦେଇଛନ୍ତି । ଏହି ଅଭିଯାନ ସମୟରେ ଆହୁରି ୧୭୬ ଜଣ ଆତଙ୍କବାଦୀ ଆହତ ହୋଇଛନ୍ତି ଏବଂ ୨୧ଟି ‘ଆଇଇଡି’ ବା ‘ଲ୍ୟାଣ୍ଡ୍‌ ମାଇନ୍‌’ ଅକାମି କରାଯାଇଛି ବୋଲି ନିରାପତ୍ତା ବଳ କହିଛି।

ଲଗମାନ, ନାନଗରହର, ନୁରିସ୍ତାନ, କୁଆଁର, ଗଜନି, ପକ୍ତିଆ, କାନ୍ଦାହାର, ହେରାତ, ବାଲ୍‌କ, ଜୌଓ୍ୱାଜ୍ଜାନ ହେଲମାନ୍ଦ, କୁନ୍ଦୁଜ୍ ଏବଂ କାପିସା ପ୍ରଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଏଏନଡିଏସଏଫ୍ ଅଭିଯାନ ଫଳରେ ୨୬୨ ଜଣ ତାଲିବାନ ଆତଙ୍କବାଦୀ ନିପାତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତାଲିବାନମାନେ ବିଭିନ୍ନ ସହର ଆକ୍ରମଣ କରିବା ଆଶଙ୍କା ଥିବାରୁ ଶନିବାର ଦିନ ସରକାର ପ୍ରାୟ ସମଗ୍ର ଦେଶରେ କର୍ଫ୍ୟୁ ଜାରି କରିଛନ୍ତି। କାବୁଲ ଏବଂ ଅନ୍ୟ ଦୁଇଟି ପ୍ରଦେଶ ବ୍ୟତୀତ ଅନ୍ୟତ୍ର ରାତି ୧୦ଟାରୁ ଭୋର୍ ୪ ପର୍ୟ୍ୟନ୍ତ ସମସ୍ତ ପ୍ରକାର ଚଳପ୍ରଚଳ ଉପରେ କଟକଣା ଲାଗୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା