Masthead

ପାରାଦ୍ୱୀପ ସମୁଦ୍ରରେ ବିରଳ ପ୍ରଜାତି ଡଲଫିନ ମୃତ

ପାରାଦ୍ୱୀପ  (ବଡ଼ ଖବର ବ୍ୟୁରୋ):  ପାରାଦ୍ୱୀପ ବନ୍ଦର ସ୍ଥିତ ସମୁଦ୍ର ନିକଟରେ ଏକ ବିରଳ ପ୍ରଜାତି ଡଲଫିନର ମୃତ ଦେହ ମିଳିଛି । ଉକ୍ତ ଡଲଫିନ ସାଢେ ଚାରିଫୁଟ ଲମ୍ବ ହୋଇଥିବାବେଳେ ଏହାର ଓଜନ ପାଖାପାଖି ୨୦ ରୁ ୨୫ କିଲୋ ହେବାର ବନବିଭାଗ ପକ୍ଷରୁ ଅନୁମାନ କରାଯାଉଛି ।

ସେହି ଡଲଫିନ ବ୍ରାଜିଲ ଓ ଫ୍ରାନ୍ସ ଆଦି ଦେଶରେ ଦେଖିବାକୁ ମିଳୁଥିବା ବେଳେ ବ୍ୟବଚ୍ଛେଦ ପରେ ଏହାର ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନ ବିଭାଗ ସୂଚନା ଦେଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା