Masthead

ପାରାଦ୍ୱୀପ ସମୁଦ୍ରରେ ବିରଳ ପ୍ରଜାତି ଡଲଫିନ ମୃତ

ପାରାଦ୍ୱୀପ  (ବଡ଼ ଖବର ବ୍ୟୁରୋ):  ପାରାଦ୍ୱୀପ ବନ୍ଦର ସ୍ଥିତ ସମୁଦ୍ର ନିକଟରେ ଏକ ବିରଳ ପ୍ରଜାତି ଡଲଫିନର ମୃତ ଦେହ ମିଳିଛି । ଉକ୍ତ ଡଲଫିନ ସାଢେ ଚାରିଫୁଟ ଲମ୍ବ ହୋଇଥିବାବେଳେ ଏହାର ଓଜନ ପାଖାପାଖି ୨୦ ରୁ ୨୫ କିଲୋ ହେବାର ବନବିଭାଗ ପକ୍ଷରୁ ଅନୁମାନ କରାଯାଉଛି ।

ସେହି ଡଲଫିନ ବ୍ରାଜିଲ ଓ ଫ୍ରାନ୍ସ ଆଦି ଦେଶରେ ଦେଖିବାକୁ ମିଳୁଥିବା ବେଳେ ବ୍ୟବଚ୍ଛେଦ ପରେ ଏହାର ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନ ବିଭାଗ ସୂଚନା ଦେଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା