Masthead

୨୬ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ପ୍ରେସ୍‌ମିଟ କରି ସୂଚନା ଦେଲେ ବୋର୍ଡ ସଭାପତି । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ ସୁଦ୍ଧା ୱେବସାଇଟ୍‌ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ । ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ । ୨୯/୫ରୁ ୧୨/୬ ମଧ୍ୟରେ ଚେକିଂ ପାଇଁ ଆବେଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା