Masthead

୨୬ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ପ୍ରେସ୍‌ମିଟ କରି ସୂଚନା ଦେଲେ ବୋର୍ଡ ସଭାପତି । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବ । ୧୧ଟା ୩୦ ସୁଦ୍ଧା ୱେବସାଇଟ୍‌ରେ ରେଜଲ୍ଟ ମିଳିବ । ଇଣ୍ଟରନେଟ୍‌ ସୁବିଧା ନ ଥିଲେ ଏସ୍‌ଏମ୍‌ଏସ୍‌ରେ ରେଜଲ୍ଟ । ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ । ୨୯/୫ରୁ ୧୨/୬ ମଧ୍ୟରେ ଚେକିଂ ପାଇଁ ଆବେଦନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା