Masthead

ଚିନ୍ତା ବଢାଇଲାଣି କରୋନା, ୨୪ ଘଣ୍ଟାରେ ୨୭ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ଚିନ୍ତା ବଢାଇଲାଣି କରୋନା । ପଜିଟିଭଙ୍କ ସଂଖ୍ୟା ବଢିବା ସହ ବଢୁଛି ମୃତୁ୍ୟ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୨୭ ଜଣଙ୍କ ଜୀବନ ଯାଇଛି । ସେପଟେ ୧୦ ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଆକ୍ଟିଭ୍ କେସ୍ ୬୦ ହଜାର ପାର କରିଛି । ଗତକାଲି ଦେଶରେ ୧୦ ହଜାର ୯୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨୩ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିଲା ।

ରାଜଧାନୀ ଦିଲ୍ଲୀରେ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଗତକାଲି ଦିଲ୍ଲୀରେ ୧୬୩୪ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିଲେ । ସେହିପରି ଦିନକରେ ୩ ଜଣଙ୍କ କରୋନାରେ ଜୀବନ ଯାଇଛି । ସେପଟେ କାନପୁର ଆଇଆଇଟି ପ୍ରଫେସର ମନିନ୍ଦ୍ର ଅଗ୍ରୱାଲ କହିଛନ୍ତି ମେ’ ମାସର ମଧ୍ୟ ଭାଗରେ କରୋନା ପିକରେ ପହଞ୍ଚିପାରେ । ଏହି ସମୟରେ ଦିନକୁ ୫୦ ହଜାରରୁ ଅଧିକ ମାମଲା ଆସିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି