ଚିନ୍ତା ବଢାଇଲାଣି କରୋନା, ୨୪ ଘଣ୍ଟାରେ ୨୭ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ଚିନ୍ତା ବଢାଇଲାଣି କରୋନା । ପଜିଟିଭଙ୍କ ସଂଖ୍ୟା ବଢିବା ସହ ବଢୁଛି ମୃତୁ୍ୟ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୨୭ ଜଣଙ୍କ ଜୀବନ ଯାଇଛି । ସେପଟେ ୧୦ ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ । ଆକ୍ଟିଭ୍ କେସ୍ ୬୦ ହଜାର ପାର କରିଛି । ଗତକାଲି ଦେଶରେ ୧୦ ହଜାର ୯୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨୩ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିଲା ।

ରାଜଧାନୀ ଦିଲ୍ଲୀରେ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଗତକାଲି ଦିଲ୍ଲୀରେ ୧୬୩୪ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିଲେ । ସେହିପରି ଦିନକରେ ୩ ଜଣଙ୍କ କରୋନାରେ ଜୀବନ ଯାଇଛି । ସେପଟେ କାନପୁର ଆଇଆଇଟି ପ୍ରଫେସର ମନିନ୍ଦ୍ର ଅଗ୍ରୱାଲ କହିଛନ୍ତି ମେ’ ମାସର ମଧ୍ୟ ଭାଗରେ କରୋନା ପିକରେ ପହଞ୍ଚିପାରେ । ଏହି ସମୟରେ ଦିନକୁ ୫୦ ହଜାରରୁ ଅଧିକ ମାମଲା ଆସିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ