Masthead

ସଂସଦ ବାହାରେ କୃଷକ ସଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ସଂସଦରେ ମୈାସୁମୀ ଅଧିବେଶନ ଚାଲିଥିବା ବେଳେ ଆଜି କୃଷକ ମାନେ ସଂସଦ ଭବନ ସାମ୍ନାରେ ଧାରଣାରେ ବସିଛନ୍ତି । ଦିଲ୍ଲୀର ଯନ୍ତରମନ୍ତର ଠାରେ ଦୈନିକ ୨୦୦ କୃଷକ ଧାରଣାରେ ବସିବେ । କୃଷକ ଆନ୍ଦୋଳନର ନେତୃତ୍ୱ ନେଉଥିବା ସଂଯୁକ୍ତ କିଷାନ ମୋର୍ଚ୍ଚା ଏହି ଧାରଣାର ନାମ କିଷାନ ସଂସଦ ରଖିଛନ୍ତି ।

ସେପଟେ କୃଷକଙ୍କର ଏଭଳି ନିଷ୍ପତିକୁ ଦେଖି ସିଂଘୁ ସୀମାରେ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି । କାରଣ ୨୦୦କୃଷକ ବସ୍ ମାଧ୍ୟମରେ ସିଂଘୁ ସୀମାକୁ ଯନ୍ତରମନ୍ତର ଆସୁଛନ୍ତି । ଅନ୍ୟପଟେ କୋଭିଡ଼ ସମୟରେ ଧାରଣା ଦେଉଥିବାରୁ କିଷାନ ମୋର୍ଚ୍ଚା ପକ୍ଷରୁ ସରକାରଙ୍କୁ ଏକ ଶପଥପତ୍ର ଦେଇ ବିକ୍ଷୋଭ ସମୟରେ ସମସ୍ତ କୋଭିଡ଼ ନିୟମ ପାଳନ କରାଯିବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି