Masthead

ସୁରକ୍ଷାକର୍ମୀଙ୍କ ଗୁଳିରେ ୨୮ ବିକ୍ଷୋଭକାରୀ ଆହତ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ମଣିପୁରରେ କର୍ଫ୍ୟୁ ଉଲ୍ଲଂଘନ ପାଇଁ ସୁରକ୍ଷାକର୍ମୀଙ୍କ ବଡ଼ ଆକ୍ସନ । ସୁରକ୍ଷାକର୍ମୀଙ୍କ ଗୁଳିରେ ୨୮ ଜଣ ବିକ୍ଷୋଭକାରୀ ଆହତ ହୋଇଥିବା ସୂଚନା । ଚୁରାଚାନ୍ଦପୁର-ବିଷ୍ଣୁପୁର ଜିଲ୍ଲା ସୀମାରେ ହିଂସା ଘଙ୍କିଛି ଏହି ଘଟଣା । ସୂଚନା ଅନୁସାରେ ସେନା ବ୍ୟାରିକେଡ୍ ଆଡ଼କୁ ମାଡ଼ି ଆସିଥିଲେ ବିକ୍ଷୋଭକାରୀ । ୩୦ ହଜାର ଭିଡ଼କୁ ନିୟନ୍ତ୍ରଣ ପାଇଁ ସୁରକ୍ଷାକର୍ମୀ ଗୁଳିମାଡ଼ କରିଥିଲେ । ଖାଲି ସେତିକି ନୁହେଁ ଗୁଳିମାଡ଼ ସହ ଟିୟର ଗ୍ୟାସ ମଧ୍ୟ ପ୍ରୟୋଗ କରିଥିଲେ ସୁରକ୍ଷାକର୍ମୀ । ଫଳରେ ୨୮ ୨୮ ଜଣ ବିକ୍ଷୋଭକାରୀ ଆହତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା