Masthead

୨୪ ଘଣ୍ଟାରେ ୨ ହଜାର ୮୭୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୮୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ୪୨ ଜଣଙ୍କ ମୃତ ହୋଇଛି । ଖୋର୍ଦ୍ଧାକୁ ଟପିଛି କଟକ । ଖୋର୍ଦ୍ଧାରେ ୩୮୪ଟି ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୪୦ ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୧ ହଜାର ୧୨୨ ନମୂନା ପରୀକ୍ଷା ହୋଇଛି । ସଂକ୍ରମଣ ହାର ୪ ଦଶମିକ ୩ ପ୍ରତିଶତ ରହିଛି । ସାରା ରାଜ୍ୟରୁ ମୋଟ ୯ ଲକ୍ଷ ୨୧ ହଜାର ୮୯୬ ମହାମାରୀ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୮୭ ହଜାର ୪୨୦ ଜଣ ସୁସ୍ଥ ହୋଇ ହୋଇଛନ୍ତି । ୪ହଜାର ୧୯୬ ଜଣଙ୍କ ଜୀବନ ନେଇଛି ଏହି ଅଦୃଶ୍ୟ ଭୂତାଣୁ । ଏବେ ବି ୩୦ ହଜାର ୨୨୭ ଜଣ କରୋନା ଦ୍ୱାରା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତିା କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସୋମବାର ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ