Masthead

ବିଧାନସଭାରେ ପାରିତ ହେଲା ୪ଟି ବିଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ହଟ୍ଟଗୋଲ ମଧ୍ୟରେ ବିଧାନସଭାରେ ପାରିତ ହେଲା ୪ଟି ବିଲ । ସରକାରଙ୍କ ଏଭଳି ଆଭିମୁଖ୍ୟକୁ ବିଜେପି କଡ଼ା ଭାଷାରେ ନିନ୍ଦା କରିଛି। ଖଣି ଦୁର୍ନୀତି ପ୍ରସଙ୍ଗରେ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଆଜି ଗ୍ରହଣ କରିନଥିବାରୁ ଗୃହରେ ବିରୋଧୀ ଦଳ ସଦସ୍ୟମାନେ ହୋ-ହାଲ୍ଲା କରିବାରୁ ଗୃହକୁ ପ୍ରଥମେ ସାଢ଼େ ୧୧ଟା ପର୍ୟ୍ୟନ୍ତ ଏବଂ ପରେ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମୁଲତବୀ ଘୋଷଣା କରାଯାଇଥିଲା ପ୍ରଥମାର୍ଦ୍ଧରେ ଗୃହ ମାତ୍ର ୧ମିନିଟ୍ ଚାଲିବା ସମ୍ଭବପର ହୋଇପାରିଥିଲା।

ଦ୍ୱିତୀୟାର୍ଦ୍ଧରେ ଗୃହ କାର୍ୟ୍ୟ ଆରମ୍ଭ ହେବାପରେ ବିରୋଧୀ ସଦସ୍ୟଙ୍କ ପକ୍ଷରୁ ହଟ୍ଟଗୋଳ ଲାଗି ରହିଥିବାବେଳେ ସରକାର ୪ଟି ବିଲକୁ ପାରିତ କରାଇ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼