Masthead

ବିଧାନସଭାରେ ପାରିତ ହେଲା ୪ଟି ବିଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ହଟ୍ଟଗୋଲ ମଧ୍ୟରେ ବିଧାନସଭାରେ ପାରିତ ହେଲା ୪ଟି ବିଲ । ସରକାରଙ୍କ ଏଭଳି ଆଭିମୁଖ୍ୟକୁ ବିଜେପି କଡ଼ା ଭାଷାରେ ନିନ୍ଦା କରିଛି। ଖଣି ଦୁର୍ନୀତି ପ୍ରସଙ୍ଗରେ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଆଜି ଗ୍ରହଣ କରିନଥିବାରୁ ଗୃହରେ ବିରୋଧୀ ଦଳ ସଦସ୍ୟମାନେ ହୋ-ହାଲ୍ଲା କରିବାରୁ ଗୃହକୁ ପ୍ରଥମେ ସାଢ଼େ ୧୧ଟା ପର୍ୟ୍ୟନ୍ତ ଏବଂ ପରେ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମୁଲତବୀ ଘୋଷଣା କରାଯାଇଥିଲା ପ୍ରଥମାର୍ଦ୍ଧରେ ଗୃହ ମାତ୍ର ୧ମିନିଟ୍ ଚାଲିବା ସମ୍ଭବପର ହୋଇପାରିଥିଲା।

ଦ୍ୱିତୀୟାର୍ଦ୍ଧରେ ଗୃହ କାର୍ୟ୍ୟ ଆରମ୍ଭ ହେବାପରେ ବିରୋଧୀ ସଦସ୍ୟଙ୍କ ପକ୍ଷରୁ ହଟ୍ଟଗୋଳ ଲାଗି ରହିଥିବାବେଳେ ସରକାର ୪ଟି ବିଲକୁ ପାରିତ କରାଇ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ