Masthead

ପ୍ରକାଶ ପାଇବ ଯୁକ୍ତଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେଧାତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା । ପୂର୍ବାହ୍ନ ୧୧.୩୦ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟ ଛାତ୍ର ଛାତ୍ରୀଙ୍କ ନାମଲେଖା ୨୦ରୁ ୨୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ଜୁଲାଇ ୨୭ରେ ସ୍ପଟ ନାମଲେଖା ପାଇଁ ମେଧା ତାଳିକା ପ୍ରକାଶ ପାଇବ ।

ଏବେ ବି ୧.୬୫ ଲକ୍ଷ ସିଟ ଖାଲି ପଡିଛି । ସୂଚନାଯୋଗ୍ୟ ୨୦୨୩-୨୪ ଶିକ୍ଷାବର୍ଷ ଲାଗି ରାଜ୍ୟରେ ୨,୧୬୬ଟି ଯୁକ୍ତ ଦୁଇ କଲେଜରେ ୫ଲକ୍ଷ୯ହଜାର୨୪୫ସିଟ ପାଇଁ ନାମଲେଖା ହେଉଛି । ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ୪୩ହଜାର୫୭୪ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଅଗଷ୍ଟ ପହିଲାରୁ ଆରମ୍ଭ ହେବ ପାଠପଢା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ