Masthead

କମିଶନରେଟ ପୋଲିସରେ ୩ ଏସିପିଙ୍କ ବଦଳି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କମିଶନରେଟ ପୁଲିସରେ ଏକ ଛୋଟ ଅଦଳବଦଳ କରାଯାଇଛି । ୩ଜଣ ଏସିପି ଓ ଜଣେ ସବଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି । ଏସିପି ଚନ୍ଦନ ଘଡ଼ୋଇଙ୍କୁ ପୁଲିସ ସେବା ଭବନ ମୁଖ୍ୟାଳୟରୁ ବଦଳି କରାଯାଇଛି । ବର୍ତ୍ତମାନ ତାଙ୍କୁ କଟକ ସହରାଞ୍ଚଳ ଜିଲ୍ଲା ପୋଲିସ ଜୋନ-୪ ଏସିପି ଭାବେ ନିଯୁକ୍ତି ମିଳିଛି । ତେବେ ସେଠାରେ ଏସିପି ଥିବା ସତ୍ୟରଞ୍ଜନ ମଲ୍ଲିକଙ୍କୁ କଟକ ଡିଆଇବିକୁ ପଠାଯାଇଛି ।

ସେହିପରି ପୋଲିସ ସେବା ଭବନ ମୁଖ୍ୟାଳୟରେ କାର୍ଯ୍ୟ କରୁଥିବା ପ୍ରଣିତା ପଟ୍ଟନାୟକଙ୍କୁ କଟକ ୟୁପୁଡିର ଏସିପି(କ୍ରାଇମ)ନିଯୁକ୍ତ କରାଯାଇଛି । ମୁଖ୍ୟାଳୟରେ ଥିବା ସବ୍‌ଇନ୍ସପେକ୍ଟର ଯୁଗଳ ଚନ୍ଦ୍ର ସ୍ୱାଇଁଙ୍କୁ କ୍ୟାପିଟାଲ ଥାନାକୁ ବଦଳି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ