Masthead

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ; ୩ ଯବାନ ସହିଦ

ଜାମ୍ମୁ-କାଶ୍ମୀର(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଆତଙ୍କବାଦୀଙ୍କ ଆକ୍ରମଣରେ ସେନାର ୩ ଜଣ ଯବାନ ସହିଦ । କୁଲଗାମ ଜିଲ୍ଲାର ହାଲନ ଜଙ୍ଗଲରେ ଆତଙ୍କୀ ସହ ଏନକାଉଣ୍ଟର ହୋଇଥିଲା । ଏଥିରେ ୩ ଜଣ ଯବାନ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା । କିନ୍ତୁ, ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହୋଇଛି । ଶୁକ୍ରବାର ଜମ୍ମୁ ଓ କଶ୍ମୀରର ହାଲାନ୍‌ ଜଙ୍ଗଲରେ ଆତଙ୍କବାଦୀ ଉପସ୍ଥିତି ନେଇ ସେନାକୁ ଖବର ମିଳିଥିଲା । ଏହା ପରେ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ତଲାସି ଅଭିଯାନ ଆରମ୍ଭ ହୋଇଥିଲା ।

ଏହି ସମୟରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ଏହି ଗୁଳି ବିନିମୟରେ ୩ ଯବାନ ଆହତ ହୋଇଥିଲେ । ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ଚିକିସôାଧୀନ ଅବସ୍ଥାରେ ସେମାନଙ୍କ ମୃତୁ୍ୟ ହୋଇଥିବା ସେନା ପକ୍ଷରୁ ସୂଚନା ମିଳିଛି । ଏହି ଘଟଣା ପରେ ହାଲନ୍ ଜଙ୍ଗଲ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା