Masthead

ଶରଧାବାଲିରେ ତିନି ରଥ

ପୁରୀ(ବଡ଼ ଖବର ବ୍ୟୁରୋ): ଶରଧାବାଲିରେ ତିନି ରଥ । ଆଜି ଅପରାହ୍ନରେ ଗୋଟି ପହଣ୍ଡିରେ ତିନିଠାକୁର ଗୁଣ୍ଡିଚା ମନ୍ଦିରେ ପ୍ରବେଶ କରିବେ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୂର୍ବରୁ ଚୂଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁସାରେ ଶରଧା ବାଲିରେ ଚାଳିଛି ଠାକୁରଙ୍କ ତୀତିକାନ୍ତି । ଶ୍ରୀଗୁଣ୍ଡିଚାରେ ମହାପ୍ରଭୁ ଶରଧାବାଲିରେ ସଅଳ ପହଞ୍ଚିଯାଇଥିଲା । ସୋମବାର ରଥ ଉପରେ ଠାକୁରଙ୍କ ମଧ୍ୟାହ୍ନଧୂପ, ସଂଧ୍ୟା ଧୂପ ବଢିଥିଲା । ପରେ ପହୁଡ଼ ପଡିଥିଲା । ଆଜି ସକାଳୁ ବିଧି ଅନୁସାରେ ରଥ ଉପରେ ଠାକୁରଙ୍କ ନୀତିକାନ୍ତି ଚାଳିଛି । ମଙ୍ଗଳ ଆଳତି, ମଧ୍ୟାହ୍ନ ଧୂପ ଓ ସଂଧ୍ୟା ଧୂପ ପରେ ଘୋଡା ଫିଟିବ । ଚାରମାଳ ମନ୍ଧା ହେବା ପରେ ଆରମ୍ଭ ହେବ ଠାକୁରଙ୍କ ଗୋଟି ପହଣ୍ଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ