Masthead

୩ଜଣଙ୍କ ମୁଣ୍ଡ ନେଲାଣି ଡେଲଟା ପ୍ଲସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚିନ୍ତା ବଢ଼ାଉଛି ଡେଲଟା ପ୍ଲସ । ଭୂତାଣୁରେ ସଂକ୍ରମିତ ହୋଇ ଏପର୍ଯ୍ୟନ୍ତ ୩ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଦେଶରେ ମୋଟ ୧୧ଟି ରାଜ୍ୟର ୧୮ଟି ଜିଲ୍ଲାରେ ୪୮ଡେଲ୍ଟା ପ୍ଲସ ମାମଲା ଚିହ୍ନଟ ହୋଇଛି । ମହାରାଷ୍ଟ୍ରରେ ସର୍ବାଧିକ ୨୦ଟି ଡେଲ୍ଟା ପ୍ଲସ ମାମଲା ଚିହ୍ନଟ ହୋଇଛନ୍ତି । ତେବେ କେବଳ ଭାରତରେ ସୀମିତ ନ ହୋଇ ବିଶ୍ୱର ମୋଟ ୧୨ଟି ଦେଶରେ ଏହି ପ୍ରଜାତି ଚିହ୍ନଟ ହୋଇଛନ୍ତି ।

ମଧ୍ୟପ୍ରଦେଶରେ ଦୁଇଜଣ ଓ ମହାରାଷ୍ଟ୍ରରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ପୂର୍ବରୁ ମଧ୍ୟପ୍ରଦେଶରେ ଦେଶର ପ୍ରଥମ ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସରେ ସଂକ୍ରମିତ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ରତ୍ନଗିରିରେ ଜଣେ ୮୦ ବର୍ଷୀୟ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ସେପଟେ ଓଡ଼ିଶାରେ ମଧ୍ୟ ପ୍ରଥମ ଡେଲ୍ଟା ପ୍ଲସ ଭାରିଆଣ୍ଟ ଚିହ୍ନଟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା