Masthead

ଏଟିଏମ୍ ଗାଡି ଧକ୍କାରେ ୩ମୃତ

ଆନନ୍ଦପୁର(ବଡ଼ ଖବର ବ୍ୟୁରୋ): ୫୩ନଂ ରାଜ୍ୟ ରାଜ ପଥ ଆନନ୍ଦପୁର ଥାନା ପଦ୍ମପୁର ନିକଟରେ ଏକ ଏଟିଏମ୍ ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି l  ଏକ ବାଇକରେ ଠାକୁରମୁଣ୍ଡା ପାର୍ଶ୍ୱରୁ ଆନନ୍ଦପୁର ଅଭିମୁଖେ ଆସିବା ସମୟରେ ଏଟିଏମ୍ ଗାଡି ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା l ସ୍ଥାନୀୟ ଲୋକଙ୍କ ସହାୟତାରେ ତିନ ଗୁରୁତରଙ୍କୁ ଆନନ୍ଦପୁର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ