୩ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ):ବ୍ୟାବସାୟୀଙ୍କ ଠାରୁ ୩ଲକ୍ଷ ଲୁଟ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ତୁଣ୍ଡଲକ୍ଷ ଗ୍ରାମର ବ୍ୟବସାୟୀ ଅଶୋକ କୁମାର ଭୋଇ ତାଙ୍କ ଘର ସାମ୍ନାରୁ ଲୁଟର ଶିକାର ହୋଇଛନ୍ତି । ଦୁଇ ଦୁର୍ବୃତ୍ତ କଳା ପଲସରରେ ଆସି ୩ ଲକ୍ଷ ଟଙ୍କା ଲୁଟ କରିଛନ୍ତି । ଏହି ଘଟଣାରେ କେସିଙ୍ଗା ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’