Masthead

ରଥାରୁଢ଼ ୩ଠାକୁର

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ରଥଯାତ୍ରା । ସକାଳ ୧୦ଟା ପୂର୍ବରୁ ରଥାରୁଢ଼ ହୋଇଛନ୍ତି ମହାପ୍ରଭୁ । ପ୍ରଥରେ ଭଗବାନ ବଳଭଦ୍ର ଦ୍ୱିତୀୟରେ ଦେବୀ ଶୁଭଦ୍ରା ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଶେଷ ହୋଇଛି । ୩ ଠାକୁର ରଥାରୁଢ଼ ହେବା ପରେ ପୂରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ଶ୍ରୀଜିୟୁ ମାନଙ୍କୁ ରଥ ଉପରେ ଦର୍ଶନ କରିଛନ୍ତି । ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହିତ ତାଙ୍କର ୭ଜଣ ଶିଶ୍ୟ ମଧ୍ୟ ମହାବାହୁଙ୍କୁ ଦର୍ଶନ କରିଛନ୍ତି । ତେବେ ନିର୍ଦ୍ଧାରିତ ସମୟର ଦେଢ଼ଘଣ୍ଟା ଆଗରୁ ଆଜି ଶେଷ ହୋଇଛି ଠାକୁରଙ୍କ ପହଣ୍ଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ