Masthead

ରଥାରୁଢ଼ ୩ଠାକୁର

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ରଥଯାତ୍ରା । ସକାଳ ୧୦ଟା ପୂର୍ବରୁ ରଥାରୁଢ଼ ହୋଇଛନ୍ତି ମହାପ୍ରଭୁ । ପ୍ରଥରେ ଭଗବାନ ବଳଭଦ୍ର ଦ୍ୱିତୀୟରେ ଦେବୀ ଶୁଭଦ୍ରା ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଶେଷ ହୋଇଛି । ୩ ଠାକୁର ରଥାରୁଢ଼ ହେବା ପରେ ପୂରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ଶ୍ରୀଜିୟୁ ମାନଙ୍କୁ ରଥ ଉପରେ ଦର୍ଶନ କରିଛନ୍ତି । ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହିତ ତାଙ୍କର ୭ଜଣ ଶିଶ୍ୟ ମଧ୍ୟ ମହାବାହୁଙ୍କୁ ଦର୍ଶନ କରିଛନ୍ତି । ତେବେ ନିର୍ଦ୍ଧାରିତ ସମୟର ଦେଢ଼ଘଣ୍ଟା ଆଗରୁ ଆଜି ଶେଷ ହୋଇଛି ଠାକୁରଙ୍କ ପହଣ୍ଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ