Masthead

ଜଳେଶ୍ୱରଖଣ୍ଡିରେ ୩ ଜଣିଆ ଟିମର ଛାନଭିନ୍

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପୁଣି ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ୍ ଟିମ୍ । ଗୋପାଳଙ୍କ ପୈତୃକ ଗ୍ରାମ ଜଳେଶ୍ଵରଖଣ୍ଡିରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ୍ ଟିମ୍ । ଗତ ମଧ୍ୟରାତ୍ରିରେ ଗୋପାଳଙ୍କ ପୁତୁରା ଓ ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ପଚରା ଉଚରା କରିଛନ୍ତି। ସେପଟେ ଆଜି ସରୁଛି ୨ ୟ ପର୍ଯ୍ୟାୟ ରିମାଣ୍ଡ ଅବଧି । ପୂର୍ବରୁ କ୍ରାଇମବ୍ରାଞ୍ଚ ଡିଏସପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଏକ ୪ ଜଣିଆ ଟିମ୍ ବ୍ରହ୍ମପୁର ଆସି ୫ ଦିନ ଧରି ଛାନଭିନ୍ କରିଥିଲେ । ଅଭିଯୁକ୍ତଙ୍କ ବଡ଼ଭାଇ ଠାରୁ ଆରମ୍ଭ କରି ପରିବାରବର୍ଗ, ସାଙ୍ଗସାଥୀ, ସରକାରୀ ବସର କର୍ମଚାରୀଙ୍କୁ ପଚରାଉଚରା କରିଥିଲେ । ଏବେ ପୁଣି ତିନି ଜଣିଆ ଟିମ୍ ପହଞ୍ଚି ପଚରାଉଚରା ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ