Masthead

ଦୁଇ ଏସପି ଓ ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଦୁଇ ଏସପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ଅନୁମତି । ନୂଆ ଦାୟିତ୍ୱ ନେଇ ଇସିଆଇଙ୍କ ଅନୁମତି । ବ୍ରିଜେଶ କୁମାର ରାୟ ହେଲେ ରାଉରକେଲା ଏସପି । ଡ.ଉମାଶଙ୍କର ଦାଶ ହେଲେ ଅନୁଗୁଳ ଏସପି । ସେହିପରି କଟକର ନୂଆ ଡିସିପି ହେଲେ ପ୍ରକାଶ.ଆରଙ୍କୁ ନିଯୁକ୍ତି ମିଳିଛି। ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି ନିର୍ବାଚନ କମିସନ।

ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଓ ନିରପକ୍ଷେ କରିବା ପାଇଁ ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ୟ୍ୟରୁ ଦୂରେଇ ରଖିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିସନ। ସେମାନଙ୍କ ମଧ୍ୟରେ ଥିଲେ କେନ୍ଦ୍ରାଞ୍ଚଳ ରେଞ୍ଜ ପୁଲିସ ଆଇଜି ଆଶୀଷ ସିଂ, ଜଗତସିଂହପୁର ଓ କଟକ ଜିଲ୍ଲାପାଳଙ୍କ ସମେତ ୫ଜଣ ଏସପି। ଶୁକ୍ରବାର ୩ଟି ପଦବୀରେ ୩ଜଣ ଅଫିସର ନିଯୁକ୍ତ ହୋଇଥିବା ବେଳେ ଖୁବଶୀଘ୍ର ଅନ୍ୟ ପଦବୀରେ ନିଯୁକ୍ତି ଦିଆଯିବ ବୋଲି ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି