Masthead

ଝାରସୁଗୁଡା ପାଇଁ ୩ ପର୍ଯ୍ୟବେକ୍ଷକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦଳକୁ ଜିତାଇବାକୁ ପଡ଼ିବ । ଏହି ଲକ୍ଷ୍ୟରେ ବିଜେଡି ଝାରସୁଗୁଡା ଉପନିର୍ବାଚନ ପାଇଁ ତିନି ଜଣଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି । ବିଜେଡି ସଭାପତିଙ୍କ ଆଦେଶକ୍ରମେ ସାଙ୍ଗଠାନିକ ସମମ୍ପାଦକ ପ୍ରଣବ ପ୍ରକାଶ ଦାସ ତିନି ଜଣଙ୍କୁ ପର୍ଯ୍ୟବେକ୍ଷକଭାବେ ନିଯୁକ୍ତି ଦେଇଛନ୍ତି । ବିଜେଡିର ଭେଟରାନ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି ।

 

ପୂର୍ବରୁ ବିଜେଡି ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଲି ଦାସଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି । ଏବେ ତିନି ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତି ହୋଇଥିବାରୁ ଝାରସୁଗୁଡାରେ ଜମିବ ବିଜେଡି ପ୍ରଚାର । ବିରୋଧୀଙ୍କୁ ଦେବେ କଡା ଟକ୍କର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି