Masthead

ଚୋରି କରି ବନ୍ଧାହେଲେ ୩ ଯୁବକ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ):ଚୋରି କରିବା ପଡିଲା ମହଙ୍ଗା । ଚୋରି କରି ବନ୍ଧା ହେଲେ ୩ ଯୁବକ ।ଭୋଗରାଇ ବ୍ଲକ ଅନ୍ତର୍ଗତ ପସରବିନ୍ଧା ପଂଚାୟତର ସାନଆଉସା ଗ୍ରାମରେ ତିନି ଜଣ ଚୋରକୁ କାବୁ କରିଛନ୍ତି ଗ୍ରାମବାସୀ । ସେମାନଙ୍କୁ ଧରି ଦୌଡ଼ିରେ ବାନ୍ଧି ରଖି ଭୋଗରାଇ ଥାନାକୁ ଖବର ଦେଇଛନ୍ତି ।

ସୂଚନା ମୁତାବକ ତିନିଜଣ ଯୁବକ ଏକ ମେସିନ ଚାଳିତ ରିକ୍ସାକୁ ଚୋରି କରିବାକୁ ଚେଷ୍ଟା କରିଥିଲେ । ସେହି ଗ୍ରାମର ଜଣେ ବ୍ୟକ୍ତିଙ୍କ ଘର ଆଗରେ ମେସିନ ଚାଳିତ ରିକ୍ସାଟି ଛିଡା ହେଇଥିବା ବେଳେ ତିନିଜଣ ଯୁବକ ତାକୁ ଠେଲି ଠେଲି ନେଇଯାଉଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ । ଗ୍ରାମବାସୀ ମାନେ ତିନି ଚୋରଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିବା ସହିତ ଏକ ଦୌଡ଼ିରେ ବାନ୍ଧି ମାଡ଼ ମାରିଥିଲେ ଏବଂ ପରବର୍ତୀ ସମୟରେ ଭୋଗରାଇ ଥାନାକୁ ଏବଂ ସ୍ଥାନୀୟ ସରପଞ୍ଚଙ୍କୁ ଖବର ଦେଇଥିଲେ । ଏହି ଚୋର ମାନଙ୍କ ଘର ପଶ୍ଚିମବଙ୍ଗ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ