Masthead

ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିୱାଲି ଭେଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି। ଏହା ଫଳରେ ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ।

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।  ଏହା ସହିତ ପେନ୍‌ସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି