Masthead

ନକଲି ସାର୍ଟିଫିକେଟ ମାମଲାରେ ୩ ପୋଷ୍ଟମାଷ୍ଟର ନିଲମ୍ବିତ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ତିନି ପୋଷ୍ଟମାଷ୍ଟର ନିଲମ୍ବିତ । ଡାକ ବିଭାଗରେ ଜାଲ ଶିକ୍ଷାଗତ ପ୍ରମାଣପତ୍ର ଦେଇ ନିଲମ୍ବିତ ହେଲେ ତିନି ଡାକ ଅଧିକାରୀ । ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଟାଉନ ଡିଭିଜନରେ । ନକଲି ସାର୍ଟିଫିକେଟ ଦେଇ କେନ୍ଦ୍ରାପଡା ଡାକ ବିଭାଗରେ ଏହି ୩ଜଣ ଚାକିରି କରିଥିଲେ ।

ଏବେ ପୁଣି ଜଣେ ନକଲି ସାଟିଫିକେଟ ଦେଇ ଚାକିରି କରିବାକୁ ଆସିଥିବା ବେଳେ ଧରାପଡିଥିଲେ । ତେବେ ଘଟଣା ପରେ ଛାନଭିନ୍ ହେବାରୁ ପୂର୍ବରୁ ଚାକିରି କରୁଥିବା କର୍ମଚାରୀଙ୍କ ସାଟିଫିକେଟ ଯାଞ୍ଚ କରାଯାଇଥିଲା । ଏଥିରେ ୩ଜଣ ଡାକ ସେବକ ନକଲି ସାର୍ଟିଫିକେଟ ଦେଇ ଚାକିରି କରିଥିବା ଘଟଣା ପଦାକୁ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି