Masthead

ଛାତ୍ର-ଅଣଛାତ୍ର ଗଣ୍ଡଗୋଳ, ୩ ଆହତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କ୍ରିକେଟ ଖେଳକୁ ନେଇ ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ଼ । ଛୁରାମାଡ଼ରେ ୩ ଛାତ୍ର ଆହତ । କଲେଜ ପଡିଆରେ ଖେଳିବାକୁ ନେଇ ଛାତ୍ର-ଅଣଛାତ୍ର ଗଣ୍ଡଗୋଳ । ଛାତ୍ରଙ୍କୁ ଅଣଛାତ୍ର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ୩ଜଣ ଛାତ୍ରଙ୍କୁ ୧୫ ଜଣ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ୩ ଛାତ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆମ୍ବେଦକର ହଷ୍ଟେଲର ଛାତ୍ରଙ୍କୁ ଆକ୍ରମଣ ହୋଇଛି । ୪ରୁ ୫ଜଣଙ୍କୁ ବଡଗଡ ଥାନା ପୋଲିସ ଅଟକ ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ