Masthead

୩ ଟ୍ରେନଯାତ୍ରୀଙ୍କୁ ପୋଡିଲେ ଦୁର୍ବୃତ୍ତ

କେରଳ (ବଡ଼ ଖବର ବ୍ୟୁରୋ): କେରଳର କୋଝିକୋଡେ ଜିଲାର ଏଲାଥୁର ନିକଟରେ ଘଟିଛି ଅଘଟଣ । ଜଣେ ଅଜ୍ଞାତ ବ୍ୟକ୍ତି ଚଳନ୍ତା ଟ୍ରେନରେ ସହଯାତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ରବିବାର ରାତିରେ ଏହି ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୯ ଜଣ ଆହତ ହୋଇଛନ୍ତି।  ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ରାତି ପ୍ରାୟ ୧୦ ଟା ସମୟରେ ଆଲାପୁଜା-କନ୍ନୁର ଏକ୍ସପ୍ରେସର ଡି-୧ ବଗିରେ ଏହି ଅଭାବନୀୟ ଘଟଣା ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ